Masthead

ଆଜି ଏକାଠି ହେବେ ବିରୋଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୦୨୪ ନର୍ବାଚନ ପୂର୍ବରୁ ମେଗା ରଣନୀତି । ଦିଲ୍ଲୀରେ ଆଜି ଡିଏମକେ ନେତା ଏମକେ ଷ୍ଟାଲିନଙ୍କ ନେୃତୃତ୍ବରେ ଏକାଠି ହେବେ ବିରୋଧୀ । ଅଲଇଣ୍ଡିଆ ଫେଡେରେସନ ଫର ସୋସିଆଲ ଜଷ୍ଟିସ ପକ୍ଷରୁ ହେଉଥିବା ସମ୍ମିଳନୀ ଅବସରରେ ବିରୋଧୀ ଦଳ ଏକାଠି ହେବେ । ବୈଠକରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରମୁଖ ଯୋଗଦେବେ ।

ଏହାବ୍ୟତୀତ ତୃଣମୂଳ କଂଗ୍ରେସ ସାଂସଦ ଡେରେକ ଓବ୍ରିୟେନ, ଆପ୍ ଏମପି ସଞ୍ଜୟ ସିଂ ଓ ବିଆରଏସ ଏମପି କେଶବ ରାଓ ଯୋଗ ଦେବାର ସମ୍ଭାବନା ରହିଛି । ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକାଠି କରିବାରେ ଡିଏମକେର ଏହା ହେବ ଦ୍ବିତୀୟ ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା