Masthead

ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ସୁରଟ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏପ୍ରିଲ ୧୩ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅନ୍ୟପଟେ, ରାହୁଲ ଗାନ୍ଧି ଏବଂ ତାଙ୍କ ଭଉଣୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ସୁରଟ କୋର୍ଟରେ ପହଞ୍ଚିଥିଲେ।

ଏଥିସହ କଂଗ୍ରେସ ଶାସିତ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଗୁଜରାଟରେ ପହଞ୍ଚିଥିବା ଜଣାପଡିଛି। ରାହୁଲ ଗାନ୍ଧି ମାନହାନି ମାମଲାରେ ତଳ ଅଦାଲତ ଦେଇଥିବା ରାୟକୁ ଚାଲେଞ୍ଜ କରି ସୁରଟ କୋର୍ଟରେ ଆବେଦନ କରିଥିଲେ। ଏହି ମାମଲାରେ ଦଣ୍ଡ ଘୋଷଣା ହେବାର ୧୧ଦିନ ପରେ ସେ ସେସନ କୋର୍ଟରେ ଏହା ବିରୋଧରେ ପିଟିସନ ଦାଖଲ କରିଥିଲେ। ସେସନ କୋର୍ଟ ତାଙ୍କୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ