Masthead

୫ କୁଖ୍ୟାତ ନକ୍ସଲ ନିହତ

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ୫ କୁଖ୍ୟାତ ନକ୍ସଲ ନିହତ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ନକ୍ସଲ। ଝାଡ଼ଖଣ୍ଡର ଛତ୍ରା ଜିଲ୍ଲାରେ ହୋଇଛି ଏନକାଉଣ୍ଟର । ନିହତ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୁଣ୍ଡରେ ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି । ଅନ୍ୟ ୩ ଜଣଙ୍କ ମୁଣ୍ଡରେ ଥିଲା ୫ ଲକ୍ଷ ଲେଖାଏଁ ପୁରସ୍କାର ରାଶି ।

ସେମାନଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ ହୋଇଛି। ଛତ୍ରା ଏସ୍‌ପି ରାକେଶ ରଞ୍ଜନ କହିଛନ୍ତି, ଲାୱାଲଙ୍ଗ ପୁଲିସ୍‌ ଷ୍ଟେସନ ଅଞ୍ଚଳରେ ଥିବା ଛତ୍ରା-ପାଲାମୁ ସୀମାରେ ଆଜି ସର୍ଚ୍ଚ ଅପରେସନ ଚାଲିଥିଲା। ରାଜଧାନୀ ରାଞ୍ଚି ଠାରୁ ଏହି ଅଞ୍ଚଳଟି ୧୬୦ କିମି ଦୂର। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ