Masthead

ଜାପାନରେ ମୁଖ୍ୟମନ୍ତ୍ରୀ, ଆଜି ବିଜିନେସ ମିଟକୁ କରିବେ ସମ୍ବୋଧନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାପାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୋକିଓରେ ଓଡ଼ିଶା ବିଜିନେସ ମିଟକୁ କରିବେ ସମ୍ବୋଧନ । ପୁଞ୍ଜି ଖଟାଇବାକୁ ନିବେଶକାରୀଙ୍କୁ କରିବେ ନିମନ୍ତ୍ରଣ । ଆସନ୍ତା ୧୦ ଯାଏ ଶିଳ୍ପପତିଙ୍କ ସହ ପର୍ଯ୍ୟାୟ କ୍ରମେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ କିପରି ଅଧିକ ପୁଞ୍ଜି ଆସିବ ତାହା ଉପରେ ରହିବ ନବୀନଙ୍କ ନଜର ।

ଟେକ୍ନୋଲୋଜି, ଖାଦ୍ୟ ପ୍ରକ୍ରିୟାକରଣ, ମେଟାଲ, ପେଟ୍ରୋ କେମିକାଲ, ପର୍ଯ୍ୟଟନଭିତ୍ତିକ ଶିଳ୍ପରେ ନିବେଶକାରୀମାନେ ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିବେ । ଏଥିଲାଗି ଜାପାନର ୩ଟି ସହର ଟୋକିଓ, କ୍ବିଟୋ, ଏବଂ ଓସାକାରେ ଆୟୋଜିତ ବିଜିନେସ ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏହାପରେ ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା ସହ ରୋଡ୍ ସୋ ମାଧ୍ୟମରେ ଇନଭେଷ୍ଟର୍ସଙ୍କୁ ଆକୃଷ୍ଟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ