Masthead

ଚନ୍ଦ୍ରକୁ ଯିବେ ପ୍ରଥମ ମହିଳା ମହାକାଶଚାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଚନ୍ଦ୍ରକୁ ପୁଣି ଏକ ଅଭିଯାନ । ଚନ୍ଦ୍ରକୁ ଯିବେ ପ୍ରଥମ ମହିଳା ମହାକାଶଚାରୀ । ପ୍ରଥମ ମହିଳା ମହାକାଶଚାରୀ ଭାବେ ଖ୍ରୀଷ୍ଟିନା ଚନ୍ଦ୍ରକୁ ଯାଉଛନ୍ତି । ଓରିଅନ ସ୍ପେଶକ୍ରାଫ୍ଟରେ ସେମାନେ ଏହି ଚନ୍ଦ୍ର ଅଭିଯାନ କରିବେ ।ଯାହାକୁ ନେଇ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଘୋଷଣା କରିଛି । ଖୁବଶୀଘ୍ର ଚନ୍ଦ୍ରକୁ ଯାଉଛନ୍ତି ୪ ଜଣ ମହାକାଶଚାରୀ । ମହାକାଶଚାରୀ ଖ୍ରୀଷ୍ଟିନା ୨୦୧୩ରେ ନାସାରେ ଜଣେ ଫ୍ଲାଇଟ୍ ଇଞ୍ଜିନିୟର ଭାବେ ଯୋଗଦେଇଥିଲେ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ମଧ୍ୟ ସେ ପୂର୍ବରୁ କାମ କରିସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼