Masthead

ବାଣ ଭିଡୁଥିବାବେଳେ ବିସ୍ଫୋରଣ, ଜଣେ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଣ ନେଲା ଜୀବନ । ଘର ଭିତରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଯୁବକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ଭିଏସଏସ ନଗରରେ ଘର ଭିତରେ ବାଣ ଭିଡିବା ଏହି ଅଘଟଣ ଘଟିଛି । ଆହତ ଯୁବକ ହେଲେ ଶିବାନନ୍ଦ ତାଡୋ । ତାଙ୍କ ମୁଣ୍ଡ, ଗୋଡ ହାତ ଓ ଆଖିରେ ଆଘାତ ଲାଗିଛି । ବିସ୍ଫୋରଣରେ ଘରର ଆଜବେଷ୍ଟସ ଉଡ଼ିଯାଇଛି ।

ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣରେ ପାଖରେ ଥିବା ଦୁଇଟି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ସେପଟେ ଘଟଣାସ୍ଥଳରେ ଜୋନ-୫ ଏସିପି ଏବଂ ମେୟର ଘଟଣାର ଅନୁଧ୍ୟାନ କରଛନ୍ତି । ବିବାହ କାର୍ୟ୍ୟ ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ