Masthead

‘କଂଗ୍ରେସ ଫାଇଲ୍ସ’କୁ ଯୁବ କଂଗ୍ରେସର ଟାର୍ଗେଟ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ବିଜେପି ‘କଂଗ୍ରେସ ଫାଇଲ୍ସ’ର ଦ୍ୱିତୀୟ ଭାଗ ଜାରି କରିଛି । କଂଗ୍ରେସ ଅମଳରେ ହୋଇଥିବା ଜାଲିଆତି ଓ ଦୁର୍ନୀତି ବାବଦରେ ଏଥିରେ ନୂଆ ସୂଚନା ଦିଆଯାଇଛି । ଯାହାକୁ ନେଇ ଟାର୍ଗେଟ କରିଛି ଯୁବ କଂଗ୍ରେସ । ଆରମ୍ଭ କରିଛି ‘ଜୱାବ ଦୋ ପୋଷ୍ଟକାର୍ଡ’ ଅଭିଯାନ । ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କୁ ତିନୋଟି ପ୍ରଶ୍ନର ଉତ୍ତର ଦେବାକୁ ପଡ଼ିବ । ଆଜି ପର୍ଯ୍ୟନ୍ତ ବିଜେପି ଆଦାନୀକୁ କେତେ ଟଙ୍କା ଦେଇଛି? ସରାକାରୀ ଗସ୍ତ ପରେ ଆଦାନୀଙ୍କୁ କେତେ ଠିକା ମିଳିଛି ? ଆଦାନି ବିଶ୍ୱର ଦ୍ୱିତୀୟ ଶ୍ରେଷ୍ଠ ଧନୀ କିପରି ହେଲେ ତାର ସୂତ୍ର ଦିଅନ୍ତୁ ?

ସେପଟେ କଂଗ୍ରେସର ଏହି ଅଭିଯାନ ସାରା ଦେଶରେ ଆରମ୍ଭ ହୋଇଛି । ଏଥିରେ ଯୁବ କଂଗ୍ରେସ କର୍ମୀମାନେ ଲୋକଙ୍କ ଘରକୁ ଘର ବୁଲି ଅଭିଯାନ ଚଳାଇବେ । ପ୍ରତ୍ୟେକ ସହର ଓ ଗାଁକୁ ଯିବେ ଯୁବ କଂଗ୍ରେସ କର୍ମୀ । ସବୁ ଲୋକଙ୍କ ପାଖରେ ଏହି ଅଭିଯାନ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ପୋଷ୍ଟକାର୍ଡ ପଠାଯିବ । ଆଦାନି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ୩ଟି ପ୍ରଶ୍ନର ଉତ୍ତର ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍