Masthead

ଶିଖ୍‌ ବିଜେପି ନେତା ଇମ୍ପ୍ରିତସିଂଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀର ଶିଖ୍‌ ବିଜେପି ନେତା ଇମ୍ପ୍ରିତ୍‌ ସିଂ ବାକ୍ସିଙ୍କୁ ହତ୍ୟା ଧମକ । ଖଲିସ୍ତାନୀଙ୍କଠାରୁ ହତ୍ୟା ଧମକ ମିଳିଥିବା ସୋମବାର ଅଭିଯୋଗ କରିଛନ୍ତି ଇମ୍ପ୍ରିତ୍‌। କେହି ଜଣେ ନିଜକୁ ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂ ବୋଲି ଦାବିକରି ଏଭଳି ଧମକ ଦେଇଛନ୍ତି। ଖଲିସ୍ତାନ ବିରୋଧୀ କାର୍ଯ୍ୟରୁ ଦୂରେଇ ନ ରହିଲେ ହତ୍ୟା କରିବାକୁ ଧମକ ଦିଆଯାଇଛି। ଯାହାକ ନେଇ ବାକ୍ସି ଲଜପତ ନଗର ଥାନାରେ ଏତଲା ଦାଏର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..