Masthead

ଫେରାର ଘର ମାଲିକଙ୍କୁ ଖୋଜୁଛି ପୋଲିସ

ଲମତାପୁଟ(ବଡ଼ ଖବର ବ୍ୟୁରୋ): ମାଛକୁଣ୍ଡ ସାନ କିଛବ ଗ୍ରାମରେ ଗଛିତ ଥିବା ବିପୁଳ ଗଞ୍ଜେଇ ଜବତ କରିଛି ପୋଲିସ । କୋରାପୁଟ ଏସପିଙ୍କ ନିଦେ୍ର୍ଦଶକ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତେରେ ମାଛକୁଣ୍ଡ, ଜଲାପୁଟ ଏବଂ ଲମତାପୁଟ ପୋଲିସ ମିଳିତ ଭାବେ ସ୍ୱତନ୍ତ୍ର ଟିମ ଗଠନ କରି ବଡକିଚବ ଗ୍ରାମର ଦେବବଡ ନାୟକଙ୍କ ଘରେ ଚଢଉ କରିଥିଲେ ।

ପୋଲିସକୁ ଦେଖି ଦେବ ଏବଂ ତାଙ୍କର ଅନ୍ୟ ସହଯୋଗୀମାନେ ଫେରାର ହୋଇଯାଇଥିଲେ । ଘରକୁ ଯାଞ୍ଚ କରିବାରୁ ୯ଟି ବସ୍ତାରେ ୨କ୍ୱିଣ୍ଟାଲ ଗଞ୍ଜେଇ ବାହାର କରିଥିଲେ । ଏହି ଗଂଜେଇର ମୂଲ୍ୟ ପ୍ରାୟ ୨୦ଲକ୍ଷ ହେବ ବୋଲି ପୋଲସ କହିଛି । ଫେରାର ଥିବା ଅନ୍ୟମାନଙ୍କୁ ଖୋଜୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର