Masthead

ଝାରସୁଗୁଡା ପାଇଁ ୩ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଳକୁ ଜିତାଇବାକୁ ପଡ଼ିବ । ଏହି ଲକ୍ଷ୍ୟରେ ବିଜେଡି ଝାରସୁଗୁଡା ଉପନିର୍ବାଚନ ପାଇଁ ତିନି ଜଣଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି । ବିଜେଡି ସଭାପତିଙ୍କ ଆଦେଶକ୍ରମେ ସାଙ୍ଗଠାନିକ ସମମ୍ପାଦକ ପ୍ରଣବ ପ୍ରକାଶ ଦାସ ତିନି ଜଣଙ୍କୁ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦେଇଛନ୍ତି । ବିଜେଡିର ଭେଟରାନ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

 

ପୂର୍ବରୁ ବିଜେଡି ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏବେ ତିନି ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତି ହୋଇଥିବାରୁ ଝାରସୁଗୁଡାରେ ଜମିବ ବିଜେଡି ପ୍ରଚାର । ବିରୋଧୀଙ୍କୁ ଦେବେ କଡା ଟକ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ