Masthead

‘ଖୁବଶୀଘ୍ର ଅର୍ଡର ବାହାରିବ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସିବିଟି ଚୁକ୍ତି ଭିତିକ ଶିକ୍ଷକ ସହ ସରାକରଙ୍କ ଆଲୋଚନା । ଆଲୋଚନା ପରେ ଶିକ୍ଷକ ସଂଘର ସଭାପତି ରାଜେନ୍ଦ୍ର ମଲିକଙ୍କ ପ୍ରତିକ୍ରିୟା । କହିଲେ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ଆଲୋଚନା ହୋଇଛି । ନିୟମିତ କରିବା ପାଇଁ ଆଜି ସନ୍ଧ୍ୟା ସୁଦ୍ଧା ଅର୍ଡର ବାହାରିବ ବୋଲି ପ୍ରତିଶ୍ରୁତି ମିଳିଛି । ଅର୍ଡର ବାହାରିବା ପରେ ଆନ୍ଦୋଳନ ସ୍ଥଗିତ ରହିବ । ସେପଟେ ଆଲୋଚନା ପରେ ଗଣଶିକ୍ଷାମନ୍ତ୍ରୀଙ୍କ ରଖିଛନ୍ତି ପ୍ରତିକ୍ରିୟା ।

କହିଛନ୍ତି ସକାରାତ୍ମକ ଆଲୋଚନା ହୋଇଛି । ଖୁବଶୀଘ୍ର ଅର୍ଡର ବାହାରିବ । ଆଜି ବି ଲୋୟର ପିଏମଜିରେ ଶିକ୍ଷକଙ୍କ ଧାରଣା ଦେଇଥିଲେ । ଠିକା ନିଯୁକ୍ତି ଉଚ୍ଛେଦ ନେଇ ଦାବିରେ କରିଥିଲେଆନ୍ଦୋଳନ । ଠିକା ନିଯୁକ୍ତି ଉଚ୍ଛେଦ ନେଇ ଗତବର୍ଷ ଅକ୍ଟୋବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି