Masthead

ସମର୍ଥ ହତ୍ୟା ଘଟଣା, ହାତ କାଟିଲା ଅଭିଯୁକ୍ତ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ସମର୍ଥ ଅଗ୍ରୱାଲ ହତ୍ୟା ଘଟଣା । ହତ୍ୟା ଘଟଣା ନୂଆ ମୋଡ଼ ନେଇଛି । ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛି ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା । ରିଜର୍ଭ ବାଟାଲିଅନ ବାର୍ଥରୁମ କାଚ ଭାଙ୍ଗି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ଅମିତ ଶର୍ମାଙ୍କୁ ମେଡିକାଲରେ ପୋଲିସ ଭର୍ତ୍ତି କରିଛି । ଭଙ୍ଗା କାଚରେ ହାତ କାଟିବା ସହ ଶରୀରର ଅନ୍ୟ ସ୍ଥାନକୁ ବି କାଟିଛି ।

ଘଟଣାକୁ ନେଇ ପୋଲିସ ତଦନ୍ତ ଚଳାଇଛି । ସୂଚନା ଅନୁସାରେ ଗତ ୨୭ରେ ନାବାଳକ ସମର୍ଥ ଅଗ୍ରୱାଲଙ୍କୁ ଅପହରଣ କରାଯାଇଥିଲା । ରାତିରେ ସମର୍ଥଙ୍କ ମୋବାଇଲରୁ କେହି ଅଜଣା ବ୍ୟକ୍ତି ଫୋନ କରି ତାଙ୍କ ବାପା ସୁନିତଙ୍କୁ ଧମକ ଦେଇ ୫୦ ଲକ୍ଷ ଟଙ୍କା ଦାବି କରିଥିଲା । ପରଦିନ ସମର୍ଥଙ୍କ ଦରପୋଡ଼ା ଶବ ବରଗଡ଼ ଜିଲ୍ଲା ଭେଡ଼େନ ଥାନା ଉଦେପୁର-ବଇପୁର ନିକଟ ବୁଦାମୂଳରୁ ଉଦ୍ଧାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ