Masthead

ପାୱାରତଲାରେ ବାଛୁରୀକୁ ମାରିଲା ବାଘ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଅମାନାରା ବିଟ ପାୱାରତଲାରେ ବାଘ ଆତଙ୍କ । ପାୱାରତଲାରେ ବାଛୁରୀକୁ ମାରିଲା ବାଘ । ୨ ଦିନ ତଳେ ବେଲରଦନା ଗାଁର ଏକ ଗୁହାଳରେ ପଶି ଏକ ବାଛୁରୀକୁ ମାରି ଖାଇଥିବା ବେଳେ ଆଜି ମଧ୍ୟ ପାୱାରତଲା ଗାଁର ଏକ ଗୁହାଳରୁ ବାଛୁରୀକୁ ଟାଣି ନେଇ ଖାଇଥିବା ସୂଚନା ମିଳିଛି । ଗତ କାଲି ରାତିରେ ପାୱାରତଲା ଗାଁର ଚିଟିରାମ ସତନାମୀ ନିଜ ଗୁହାଲରେ ଗାଈ ଓ ବାଛୁରୀକୁ ବାନ୍ଧି ରଖିଥିଲେ । ବିଳମ୍ବିତ ରାତିରେ ମୁଷରଙ୍ଗୀ ଜଙ୍ଗଲରୁ ଶିକାର ପାଇଁ ବାହାରିଥିଲା ବାଘ । ତେବେ ବାଘଟି ପାୱାରତଲା ଗାଁର ଚିଟିରାମଙ୍କ ଗୁହାଲରେ ପଶି ବାଛୁରୀକୁ ଟାଣି ନେଇ ଖାଇ ଯାଇଛି । ଏହି ଘଟଣା ପରେ ଆତଙ୍କିତ ହୋଇ ପଡିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା