Masthead

ବିହାରରେ ନୀତୀଶ କୁମାରଙ୍କ ବିନା କିଛି ଫର୍ମୁଲା କାମ ଦେବ ନାହିଁ: ବିଜୟ ଚୌଧୁରୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଅମିତ ଶାହାଙ୍କୁ ପାଲଟା ଜବାବ ଦେଲା ଜେଡିୟୁ । ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର ପାଲଟା ଜବାବ ଦେଇଛି ଜେଡିୟୁ। ବିହାର ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ସାମ୍ବାଦକ ସମ୍ମିଳନୀ ଜରିଆରେ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଜେଡିୟୁ ସହ ମେଣ୍ଟ କରିବା ପାଇଁ ଅମିତ ଶାହାଙ୍କ ପାଖକୁ କିଏ କ’ଣ ଆବେଦନ ପତ୍ର ନେଇ ଯାଇଥିଲେ। ଜେଡିୟୁ ସହ ମେଣ୍ଟ ହେବ ନାହିଁ, ଜେଡିୟୁ ପାଇଁ ଦ୍ୱାର ବନ୍ଦ। ଶାହା ଏଭଳି ବାରମ୍ବାର କହିବା ଦ୍ୱାରା ସ୍ପଷ୍ଟ ହେଉଛି ଯେ, ବିହାରରେ ନୀତୀଶ କୁମାରଙ୍କ ବିନା କିଛି ଫର୍ମୁଲା କାମ ଦେବ ନାହିଁ।

ବିହାରରେ ଦଙ୍ଗା କରିବାକୁ ଚେଷ୍ଟା କରାଯାଇଥିଲା ହେଲେ ଏହାକୁ ରୋକି ଦିଆଗଲା। ମନ୍ତ୍ରୀ ବିଜୟ କହିଛନ୍ତି, ବିହାରକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଆସିଥିଲେ। ଯଦି ମାନବିକତା ଥାଆନ୍ତା ତେବେ ଶାନ୍ତି ପାଇଁ ଅପିଲ କରିଥାଆନ୍ତେ। ଥରୁଟିଏ ବି ସେ ଏହା କହି ନାହାନ୍ତି। ବିହାରରେ ଦଙ୍ଗା ହୋଇପାରିଲା ନାହିଁ, କାରଣ ବିହାର ସରକାରଙ୍କ ଜିରୋ ଟଲରାନ୍ସ ନୀତି ରହିଛି। ବିହାର ନୀତୀଶ ମଡେଲରେ ଚାଲୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ