Masthead

‘ଅରୁଣାଚଳ ପ୍ରଦେଶ ଭାରତର ଅଭିନ୍ନ, ଅବିଚ୍ଛେଦ୍ୟ ଅଙ୍ଗ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରୁଣାଚଳ ପ୍ରଦେଶରେ ନିଜର ଉପସ୍ଥିତି ଜାହିର କରିଛି ଚୀନ । ପୁଣିଥରେ ଚାଇନା ଅରୁଣାଚଳ ସହ ଜଡିତ ସ୍ଥାନର ନାମକୁ ତା’ର ନକ୍ସାରେ ବଦଳାଇ ଦେଇଛି। ଏହା ପୂର୍ବରୁ ୨୦୨୧ରେ ଚୀନ୍ ୧୫ଟି ସ୍ଥାନର ନାମ ପରିବର୍ତ୍ତନ କରିଥିଲା । ସେହିପରି ୨୦୧୭ରେ ୬ଟି ସ୍ଥାନର ନାମ ପରିବର୍ତ୍ତନ କରିଥିଲା ଚୀନ୍ । ଏହାକୁ ନେଇ ଏବେ ବୈଦେଶିକ ମନ୍ତ୍ରଣାଳୟର ବୟାନ ସାମ୍ନାକୁ ଆସିଛି।

ବୈଦେଶିକ ମନ୍ତ୍ରଣାଳୟ କହିଛି ଏହା ପ୍ରଥମଥର ନୁହେଁ ଯେ ଚାଇନା ଏଭଳି ଚେଷ୍ଟା କରିଛି। ଆମେ ଏହାକୁ ସମ୍ପୂର୍ଣ୍ଣ ଭାବେ ଖାରଜ କରୁଛୁ। ଅରୁଣାଚଳ ପ୍ରଦେଶ ଭାରତର ଅଭିନ୍ନ, ଅବିଚ୍ଛେଦ୍ୟ ଅଙ୍ଗ । ବୈଦେଶିକ ମନ୍ତ୍ରଣାଳୟ କହିଛି ଆବିଷ୍କାର କରାଯାଇଥିବା ନାମକୁ ଲଦିଦେବାର ପ୍ରୟାସ ଏହି ବାସ୍ତବିକତାକୁ ପରିବର୍ତ୍ତନ କରିପାରିବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ