Masthead

ଫେରୁଛି କରୋନା, ଫେରିଲା ମାସ୍କ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଉପରମୁହାଁ କରୋନା ଗ୍ରାଫ । ଧିରେ ଧିରେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଦୈନିକ ୩ ହଜାରରୁ ଅଧିକ ମାମଲା ଚିହ୍ନଟ ହୋଇଛି । ଯେଉଁଥିରୁ ଦିଲ୍ଲୀ-ଏନସିଆରରୁ ଦୈନିକ ୫୦୦ କେସ୍ ବାହାରୁଥିବା ଜଣାପଡିଛି। ଯାହାକୁ ଆଖି ଆଗରେ ରଖି ବିଭିନ୍ନ ରାଜ୍ୟରେ କଟକଣା ଲାଗିବା ଆରମ୍ଭ ହୋଇଛି। ମହାରାଷ୍ଟ୍ରର ସତାରା ଜିଲ୍ଳାରେ ସମସ୍ତ ସରକାରୀ ଅଫିସ୍, କଲେଜ ଓ ବ୍ୟାଙ୍କ ଗୁଡିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ସେହିପରି ତାମିଲନାଡୁ ସରକାର ଏପ୍ରିଲ୍ ୧ରୁ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ହରିଆଣାରେ ୧୦୦ରୁ ଅଧିକ ଭିଡ଼ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି । ଏନେଇ ହରିଆଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କହିଛନ୍ତି, ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଦିଲ୍ଲୀରେ କିନ୍ତୁ ଏଯାବତ୍ କୌଣସି ନିଷ୍ପତ୍ତି ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ