Masthead

ଆନ୍ଦୋଳନକୁ ଓହ୍ଲାଇଲେ କୃଷକ ସାଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆନ୍ଦୋଳନକୁ ଓହ୍ଲାଇଲେ କୃଷକ ସାଥୀ । ୧୭ ବର୍ଷ ଧରି ଦୈନିକ ୩୩ ଟଙ୍କା ୩୩ ପଇସାରେ ରାଜ୍ୟର କୃଷି ଓ କୃଷକମାନଙ୍କ ପାଇଁ ୧୩୬୦୦ କୃଷକ ସାଥୀ କାମ କରି ଆସୁଛନ୍ତି ।୪୨ ଦିନ ହେବ ଗାନ୍ଧୀ ମାର୍ଗରେ ଧାରଣାରେ ବସିବା ପରେ ସରକାର ନ ଶୁଣିବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି କୃଷକ ସାଥୀ । ଏହା ପରେ ଯଦି ସରକାର ନ ଶୁଣନ୍ତି ଆନ୍ଦୋଳନ ଜୋରଦାର ହେବ ବୋଲି କୃଷକ ସାଥୀମାନେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା