ଗାନ୍ଧୀ ମାର୍ଗରେ ଗର୍ଜିଲେ କୋଭିଡ ଯୋଦ୍ଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ଦାବିରେ ଗାନ୍ଧୀ ମାର୍ଗରେ ଗର୍ଜିଲେ କୋଭିଡ ଯୋଦ୍ଧା । ୨୫ ଦିନ ଧାରଣା ଦେବା ପରେ ଦୁଇଦିନ ହେବ କରୁଛନ୍ତି ବିକ୍ଷୋଭ । ସରକାର କରୋନା ସମୟରେ ୯ ହଜାରରୁ ଅଧିକ ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ଚୁକ୍ତିଭିତ୍ତିରେ ନିଯୁକ୍ତି ଦିଆଯାଇଥିଲା । ସେମାନେ ୩ରୁ ୩୦ ମାସ ପର୍ୟ୍ୟନ୍ତ କାମ କରିଥିଲେ । ଏବେ ସେମାନଙ୍କୁ ବହିଷ୍କାର କରାଯାଇଛି । ନିଯୁକ୍ତି ଦାବିରେ ଦୀର୍ଘଦିନ ହେବ ସେମାନେ ଧାରଣା ଦେଇ ଆସୁଛନ୍ତି । ହେଲେ ସରକାର କର୍ଣ୍ଣପାତ କରୁନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ