ଓଡ଼ିଶାର କେହି ଦାଦନ ଯାଉ ନାହାନ୍ତି: ବିଜେଡି ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାଦନ ପ୍ରସଙ୍ଗରେ ବିଜେଡି ବିଧାୟକଙ୍କ ଅଜବ ଯୁକ୍ତି । ଓଡ଼ିଶାର କୌଣସି ଲୋକ ଦାଦନ ଯାଉ ନାହାଁନ୍ତି ବୋଲି କହିଲେ ବିଜେଡି ବିଧାୟକ ଉମା ସାମନ୍ତରାୟ । କଂଗ୍ରେସ ନେତା ବିଜୟ ପଟ୍ଟନାୟକ ଆଣିଥିବା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି ବିଜୟ ପଟ୍ଟନାୟକ ନୂଆ ନୂଆ ଦଳକୁ ଆସିଛନ୍ତି। ରାଜନୀତି ଭିତରେ କେବେ ନଥିଲେ ।

ତେଣୁ ସେ ଏପରି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବିଷୟ ରେ । ଯିଏ ଦିନେ ସକାଳ ହେଲେ କହୁଥିଲେ ନବୀନ ପଟ୍ଟନାୟକଙ୍କ ଭଳି ମୁଖ୍ୟମନ୍ତ୍ରୀ ମିଳିବା କଷ୍ଟ, ଆଜି ସେ ପରିବର୍ତ୍ତନ କରିଛନ୍ତି । କୌଣସି ଲୋକ ଦାଦନ ଯାଉ ନାହାଁନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ