Masthead

ସିକିମରେ ଭୟଙ୍କର ତୁଷାରପାତ

ସିକିମ (ବଡ଼ ଖବର ବ୍ୟୁରୋ): ସିକିମରେ ଭୟଙ୍କର ତୁଷାରପାତ । ସିକିମର ଛାଙ୍ଗୁରୋଡଠାରୁ ୧୭ ମାଇଲ ଦୂର ନାଥୁଲା ପାସରେ ଫସି ରହିଥିବା ପର୍ଯ୍ୟଟକଙ୍କ ମଧ୍ୟରୁ ୬ଜଣଙ୍କ ମୃତୁ୍ୟ ହୋଇଛି । ଏମାନଙ୍କ ମଧ୍ୟରେ ଜଣେ ମହିଳା ଓ ଶିଶୁ ଅଛନ୍ତି । ଏବେ ଫସିରହିଥିବା ୨୫ରୁ ୩୦ ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ଚାଲିଛି ଜୋରଦାର ପ୍ରୟାସ ।

ଦୀର୍ଘ ଦେଢଘଣ୍ଟା ପରେ ଜଣେ ମହିଳା ପର୍ଯ୍ୟଟକଙ୍କୁ ବିଏସଏଫ ଯବାନମାନେ ଉଦ୍ଧାର କରିଛନ୍ତି । ରାସ୍ତାରୁ ବରଫ ସଫା ହେବା ପରେ ଅଟକି ରହିଥିବା ୮୦ଟି ଗାଡିରେ ୩୫୦ ପର୍ଯ୍ୟଟକ ଆଗକୁ ନଯାଇ ପଛକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ