Masthead

ହତ୍ୟା ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସପି ଅଫିସ ଆଗରେ ଧାରଣା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ହତ୍ୟା ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସପି ଅଫିସ ଆଗରେ ଧାରଣା । ମାର୍ଚ୍ଚ ୨୪ ତାରିଖ ରାତିରେ ଗଞ୍ଜାମ ଜିଲ୍ଲା କେ.ନୂଆଁ ଗାଁ ଥାନା ଏସ. ଟିକରପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ତୋଫାନ ଗୌଡଙ୍କୁ ଖଣ୍ଡା ଓ ଭୁଜାଲିରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ୩ଜଣ ଗୁରୁତର ହୋଇଥିଲେ । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ମୁଖ୍ୟ ଅଭିଯୁକ୍ତ ଓ ସହଯୋଗୀଙ୍କୁ ଗିରଫ କରାଯାଇ ନାହିଁ ।

ଏହାର ପ୍ରତିବାଦରେ ପରିବାର ଲୋକେ ବ୍ରହ୍ମପୁର ଏସପିଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏହି ହତ୍ୟାକାଣ୍ଡରେ ଯେଉଁମାନେ ସଂଶ୍ଳିଷ୍ଟ ସମସ୍ତଙ୍କୁ ଗିରଫ କରାଯିବ ବୋଲି ଏସ୍ପି ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା