Masthead

ବୁଲେଟ ବକେଟରେ କୋର୍ଟରେ ପହଞ୍ଚିଲେ ଇମ୍ରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାହୋର କୋର୍ଟରେ ଦେଖିବାକୁ ମିଳିଛି। ଆତଙ୍କବାଦୀ ମାମଲାରେ ଜାମିନ ଆବେଦନ କରିଥିବା ଇମ୍ରାନ ଏକ ବୁଲେଟପ୍ରୁଫ୍‌ ବକେଟ୍‌ ପିନ୍ଧି ଲା‌ହୋର କୋର୍ଟରେ ପହଞ୍ଚିଥିଲେ। ତାଙ୍କର ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ତେବେ କୋର୍ଟ ଇମ୍ରାନଙ୍କୁ ୩ଟି ଆତଙ୍କବାଦୀ ମାମଲାରେ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି। ଜାମିନ ପାଇଁ ଇମ୍ରାନ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବା ଜରୁରୀ ବୋଲି କୋର୍ଟ କହିବାପରେ ଆଜି ଇମ୍ରାନଙ୍କୁ ଏଭଳି ବେଶରେ ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ