Masthead

୭ରେ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ । କିନ୍ତୁ ଦିନ ହେଲେ ଆସୁଛି ଝଡ଼ପବନ । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ଦିନ ବର୍ଷାର ପରିମାଣ ଏବଂ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି ।

ଏଥିପାଇଁ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକାଂଶ ଜିଲ୍ଲା ଦକ୍ଷିଣ ଓଡ଼ିଶାର ଥିବାବେଳେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, ସଂଲଗ୍ନ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡରେ ବଜ୍ରପାତ ଜନିତ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ସେପଟେ ବର୍ଷା ହେଲେ ମଧ୍ୟ ମଧ୍ୟାହ୍ନରେ ତାପମାତ୍ରା ବଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା