Masthead

ୱାର୍ଡ ନଂ ୪ରେ ସବିତା ମଲ୍ଲିକ ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଫଳାଫଳ । ୱାର୍ଡ ନଂ ୪ରେ ବିଜେଡି ବିଜୟୀ । ସବିତା ମଲ୍ଲିକ ୫୨୦ ଭୋଟରେ ବିଜୟୀ ହୋଇଛନ୍ତି । କଂଗ୍ରେସକୁ ମାତ୍ର ୮୫ ଭୋଟ ମିଳିଥିବା ବେଲେ ବିଜେଡିକୁ ୬୨୧ ଖଣ୍ଡ ଭୋଟ ମିଳିଛି । ଏବଂ ବିଜେପିକୁ ୧୦୧ ଖଣ୍ଡ ମିଳିଛି । ନୋଟାରେ ୨୨ ଭୋଟ ପଡ଼ିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି