Masthead

ୱାର୍ଡ ନଂ ୯ରେ ୨୧୦ ଭୋଟରେ ବିଜେଡି ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଗଣତି । ୱାର୍ଡ ନଂ ୯ରେ ବିଜେଡି ବିଜୟ ହାସଲ କରିଛି । ବିଜେଡି ପ୍ରାର୍ଥୀ ନାରାୟଣ ସାହୁ ୨୧୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଏଠାରେ କଂଗ୍ରେସକୁ ୨୮୮ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡିକୁ ୪୯୮, ବିଜେପିକୁ ୩୮ ଭୋଟ ମିଳିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼