Masthead

୧୬ ୱାର୍ଡରୁ ୧୧ଟି ୱାର୍ଡରେ ବିଜେଡି ବିଜୟ

ହିନ୍ଦୋଳ(ବଡ଼ ଖବର ବ୍ୟୁରୋ): ହିନ୍ଦୋଳରେ ବିଜେଡିର ବାଜିମାତ୍ । ୧୬ଟି ୱାର୍ଡରୁ ୧୧ଟି ୱାର୍ଡରେ ବିଜେଡି ବିଜୟ ଲାଭ କରିଥିବା ବେଳେ, ୫ଟି ୱାର୍ଡ ବିଜେପି ହାତକୁ ଯାଇଛି । ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜେଡିର କେଶବ ପ୍ରଧାନ ଅଧ୍ୟକ୍ଷ ନିର୍ବାଚିତ । ୱାର୍ଡ ନଂ ୧, ୨, ୩, ୪, ୭, ୮, ୧୦, ୧୧ ରେ ବିଜେଡି କାଉନସିଲର ବିଜୟୀ ହୋଇଛନ୍ତି । ୱାର୍ଡ ନଂ ୫, ୬, ୯, ୧୨ ରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା