ନୃସଂଶ ସାଜିଲେ ସ୍ୱାମୀ-ସନ୍ତାନ

ବାଲିଆପାଳ (ବଡ଼ ଖବର ବ୍ୟୁରୋ):ନୃଶଂସ ସାଜିଲା ପୁଅ ଓ ସ୍ୱାମୀ। ମଦ୍ୟପାନକୁ ବିରୋଧ କରିବାରୁ ବାପା ଓ ପୁଅ ମିଶି ମାଆକୁ ଗରମ ଲୁହା ରଡରେ ଚେଙ୍କ ଲଗାଇଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ନାଭଡା ଗ୍ରାମରେ । ପ୍ରଭାକର ବିଶ୍ୱାଳ ଏବଂ ତାଙ୍କ ପୁଅ ମଦ ପିଉଥିବାରୁ ପ୍ରଭାକରଙ୍କ ସ୍ତ୍ରୀ ହରପ୍ରିୟା ବାପା ପୁଅଙ୍କୁ ମଦ ପିଇବାକୁ ବିରୋଧ କରିଥିଲେ। କିନ୍ତୁ ପୁଅ ଓ ବାପା ସହିତ ମିଶି ମାଆକୁ ନିସ୍ତୁକ ମାଡ ମାରିବା ସହିତ ଗରମ ଲୁହା ରଡରେ ଚେଙ୍କ ଲଗାଇଥିଲେ ।

ଆଖି ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗରମ ଲୁହା ରଡରେ ଚେଙ୍କ ଲଗାଇବା ସହିତ ନିସ୍ତୁକ ମାଡ ମାରିଛନ୍ତି ବାପା-ପୁଅ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ପ୍ରଥମେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଅତି ଗୁରୁତର ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ବାଲିଆପାଳ ପୋଲିସ ବାପ ପୁଅକୁ ଅଟକ ରଖି ଅଧିକ ତଦନ୍ତ କରୁଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ