Masthead

ଦୁଇ ନିର୍ବାଚନରେ ବିଜେଡିକୁ ଅଦ୍ଭୁତ ପୂର୍ବ ସଫଳତା ମିଳିଛି: ମାନସ ମଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନ ବିଜୟ ପରେ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ପ୍ରତିକ୍ରିୟା। କହିଲେ ଅତାବିରାରେ ୧୨ ୱାର୍ଡରୁ ୧୧ ୱାର୍ଡରେ ବିଜୟ ଲାଭ କରିଛି ବିଜେଡି। ହିନ୍ଦୋଳରେ ୧୬ ରୁ ୧୧ ୱାର୍ଡରେ ବିଜେଡି ବାଜିମାତ କରିଛି । ଦୁଇ ନିର୍ବାଚନରେ ବିଜେଡିକୁ ଅଦ୍ଭୁତ ପୂର୍ବ ସଫଳତା ମିଳିଛି। ଏଥିରୁ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ସ୍ପଷ୍ଟ ହେଉଛି।

ଆଗାମୀ ସାଧାରଣ ନିର୍ବାଚନର ବି ଏହା ପ୍ରତିଫଳିତ ହେବ। ସେପଟେ ଝାରସୁଗୁଡ଼ା ଉପନିର୍ବାଚନ ନେଇ କହିଛନ୍ତି ଝାରସୁଗୁଡ଼ାରେ ଏକତରଫା ବିଜୟ ଲାଭ କରିବ ବିଜେଡି। ଆଗୁଆ ପ୍ରାର୍ଥୀ ଘୋଷଣା ସହ ପର୍ଯ୍ୟବେକ୍ଷକ ଟିମ କରି ନିର୍ବାଚନ ପାଇଁ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ବିରୋଧୀ ଯାହା କିଛି କହିଲେ ବି କିଛି ପ୍ରଭାବ ପଡିବନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ