Masthead

ହାଇକୋର୍ଟରେ ସିସୋଦିଆଙ୍କ ଜାମିନ ଆବେଦନ, ଆଜି ହୋଇପାରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା । ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ ନେତା ମନୀଷ ସିସୋଡିଆ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ତେବେ ଗୁରୁବାର ଏହି ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି। ଏହା ପୂର୍ବରୁ ମାର୍ଚ୍ଚ ୩୧ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ଅନ୍ୟପଟେ, ଇଡି ମାମଲାର ନ୍ୟାୟିକ ହେପାଜତ ଆଜି ଶେଷ ହେଉଥିବା ବେଳେ ଇଡି ସିସୋଡିଆଙ୍କୁ ନେଇ ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟରେ ହାଜର ହୋଇଥିଲା। ତେବେ କୋର୍ଟ ଶୁଣାଣି କରି ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ୧୭ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ