Masthead

ତିନି ଓଡ଼ିଆ ପାଇଲେ ପଦ୍ମଶ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ତିନି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର । ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ତିନି ଜଣ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ । ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି । ସେହିପରି କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ପଟ୍ଟାୟତ ସାହୁଙ୍କୁ ମିଳିଛି ପଦ୍ମଶ୍ରୀ ପୁରସ୍କାର ।

ଲୁପ୍ତ ହେବାକୁ ବସିଥିବା ବହୁ ପାରମ୍ପାରିକ ଔଷଧୀୟ ବୃକ୍ଷରାଜିକୁ ସଂରକ୍ଷଣ କରି ଚର୍ଚ୍ଚାକୁ ଆସିଥିଲେ କଳାହାଣ୍ଡି ଜୁନାଗଡ଼ ଅଞ୍ଚଳର ପଟ୍ଟାୟତ ସାହୁ । ପଟ୍ଟାୟତ, ଔଷଧୀୟ ବୃକ୍ଷ ରୋପଣ ଏବଂ ୩୫୦ ପ୍ରକାର ଔଷଧୀୟ ବୃକ୍ଷ ଚିହ୍ନଟ କରି ଲୋକପ୍ରିୟ ହୋଇପାରିଛନ୍ତି । ସେପଟେ ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ମଧ୍ୟ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି