Masthead

ବିଜେପି ପ୍ରତିଷ୍ଠା ଦିବସ, ରାଜ୍ୟ ବିଜେପିର ‘ଘରକୁ ଘର ଚାଲ’ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ବିଜେପିର ପ୍ରତିଷ୍ଠା ଦିବସ । ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ । ସେପଟେ ଆଜିଠୁ ରାଜ୍ୟ ବିଜେପିର ‘ଗାଁକୁ ଗାଁ ଚାଲ, ଘରକୁ ଘର ଚାଲ’ ଅଭିଯାନ ଆରମ୍ଭ ହେଉଛି । ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ । ଆମ୍ବେଦକର ଜୟନ୍ତୀ ପର୍ଯ୍ୟନ୍ତ ୯ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ ନେଇ ବେଜେପି ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆଜି ଦିନ ୧୦ଟାରେ ନରେନ୍ଦ୍ର ମୋଦୀ ଦଳୀୟ କର୍ମୀଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା