Masthead

ଭିଜିଲାନ୍ସ ଜାଲରେ ଜିଏସଟି ଅଧିକାରୀ, ୧ କେଜି ସୁନା ସହ ୭ ଲକ୍ଷ ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସିଟି ଜିଏସଟି ଅଧିକାରୀ ଚିତରଞ୍ଜନ ମହାନ୍ତି । ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପରେ କାର୍ଯ୍ୟରତ ସିଟି ଜିଏସଟି ଅଧିକାରୀ ଚିତରଞ୍ଜନ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଟିମ । ୧ କେଜି ୧୩୫ ଗ୍ରାମ ସୁନା ଓ ୬ ଲକ୍ଷ ୫୯ ହଜାର ଟଙ୍କା ଜବତ । ଜବତ କରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ । ଜବତ ସୁନା ମଧ୍ୟରେ ୧୯ ସୁନା ବିସ୍କୁଟ ରହିଛି । ଗତ ୩୧ ତାରିଖ ଦିନ ଚିତରଞ୍ଜନ ଏକ ଜିଏସଟି କେସ କ୍ଲୋଜ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ।

ପରେ ଭିଜିଲାନ୍ସ ଟିମ ତାଙ୍କର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଓ ଲକର ସମେତ ବାସଭବନ ଓ ଅନ୍ୟ ସ୍ଥାନରେ ଚଢାଉ କରି ଏଭଳି ବିପୁଳ ସମ୍ପତ୍ତି ଠାବ କରିଛି । ଏହା ସହିତ ଗୋଟିଏ ଆକ୍ଟିଭା ସ୍କୁଟର ଓ ଏକ କାର ସହ କଟକ ସିଡିଏରେ ୭୦ ଲକ୍ଷ ଟଙ୍କାର ଘର, ମ୍ୟୁଚୁଆଲ୍ ଫଣ୍ଡ ଓ ବୀମା , ବ୍ୟାଙ୍କ ଜମା ବାବଦରେ ୧ କୋଟି ୪ ଲକ୍ଷ ଠାବ ହୋଇଛି । ସେପଟେ ଏବେ ବି ଚଢାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ