Masthead

ଜାଲ ସାର୍ଟିଫିକେଟ କାରବାର, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଆଇଜି

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ନକଲି ସାର୍ଟିଫିକେଟ୍ ମାମଲାରେ ୪ ଜଣଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କ୍ରାଇମବ୍ରାଂଚ । ସେପଟେ ତଦନ୍ତର ଅଗ୍ରଗତି ସମୀକ୍ଷା କରିଛନ୍ତି କ୍ରାଇମବ୍ରାଞ୍ଚ ଆଇଜି । ଡାକ ଅଧିକ୍ଷକଙ୍କ ସହ ଆଲୋଚନା କରିଛନ୍ତି ବଲାଙ୍ଗୀର କ୍ରାଇମବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା । ଡାକ ଅଧିକ୍ଷକଙ୍କୁ ପଚରାଉଚରା କରିବା ପରେ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କୁ ମଧ୍ୟ ଜେରା କରାଯାଇଛି ।

ସେହିପରି କ୍ରାଇମବ୍ରାଞ୍ଚ ତଦନ୍ତ ଅଧିକାରୀ ଡିଏସପି ଦେବବ୍ରତ ଚକ୍ର ଓ ଅନ୍ୟ ଅଧିକାରୀମାନେ ଡାକ ଅଧୀକ୍ଷକ ରାଜେନ୍ଦ୍ର ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଅଧୀକ୍ଷକଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ବି ଜେରା କରିଥିଲେ । ନିଯୁକ୍ତି ବେଳେ କିଭଳି ଭାବେ ଜାଲ୍ ସାର୍ଟିଫିକେଟ ଧରାପଡ଼ିଲା ସେ ନେଇ ଡାକ ଅଧିକ୍ଷକଙ୍କୁ ଟିକନିଖି ଭାବେ ପଚାରିଥିଲା କ୍ରାଇମବ୍ରାଞ୍ଚ। ଦୀର୍ଘ ପାଞ୍ଚ ଦିନ ହେଲା ବଲାଙ୍ଗିର ଜାଲି ସାର୍ଟିଫିକେଟ ମାମଲାର ଖୋଳତାଡ଼ ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ