Masthead

ଅଟା ପାଇଁ ଗଲା ୧୬ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପାକିସ୍ତାନରେ ଏବେ ହାହାକାର ପରିସ୍ଥିତି । ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି ପାକିସ୍ତାନ । କିନ୍ତୁ ଏବେ ଖାଇବା ଯୋଗାଡ଼ କରିବା ଲୋକମାନଙ୍କ ପାଇଁ ହେଉଛି କଷ୍ଟକର । ଖଇବା ଯୋଗଡ଼ କରିବା ପାଇଁ ଲୋକମାନେ ନିଜ ଜୀବନକୁ ବାଜି ଲଗାଉଛନ୍ତି । ମୁଠାଏ ଅଟା ପାଇବା ଲାଗି ଭିଡ଼ ଭିତରେ ସେମାନଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।

ଦେଶର ବିଭିନ୍ନ ସ୍ଥାନରେ ଅଟା ପାଇବା ଲାଗି ଭିଡ଼ରେ ଠେଲାପେଲା ଯୋଗୁ ବହୁ ଲୋକ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ୧୬ ଜଣଙ୍କ ଜୀବନ ଗଲାଣି । ମୃତକମାନେ ହେଉଛନ୍ତି କେବଳ ମହିଳା ଓ ଶିଶୁ । ଖାଦ୍ୟ ଯୋଗାଡ଼ କରିବା ଲାଗି ଭିଡ଼ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବାରୁ କିଛି ସ୍ଥାନରେ ପୁଲିସକୁ ଟିଅରଗ୍ୟାସ୍‌ ପ୍ରୟୋଗ କରିବାକୁ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ