Masthead

କାଲିଥିଲା ୪ ହଜାର, ଆଜି ୫ ହଜାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉପରମୁହାଁ କରୋନା ଗ୍ରାଫ । ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । କାଲି ୪୪୩୫ ପଜିଟିଭ ଥିଲାବେଳେ ଆଜି ୫ ହଜାର ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୫ ହଜାର ୩୩୫ କରୋନା ପଜିଟିଭ୍ ସାମ୍ନାକୁ ଆସିଛି । ଗତକାଲି ତୁଳନାରେ ସଂକ୍ରମଣ ୨୦ ପ୍ରତିଶତ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ଆସିଥିବା ସଂକ୍ରମଣ ଗତ ୬ ମାସରେ ସବୁଠୁ ଅଧିକ ।

ଅନ୍ୟପଟେ କରୋନାରେ ୬ ଜଣଙ୍କ ଜୀବନ ଯାଇଛି । ଏବେ ଦେଶରେ ସକ୍ରିୟ ମାମଲା ୨୫ ହଜାର ୫୮୭କୁ ବୃଦ୍ଧି ପାଇଛି । ଦିଲ୍ଲୀ, ମହାରାଷ୍ଟ୍ର, ହରିୟାଣା, ତାମିଲନାଡୁ, ହିମାଚଳପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ଅଧିକ ମାମଲା ଦେଖିବାକୁ ମିଳିଛି । ସେପଟେ କିଛି ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି