Masthead

୨ମାସ ପର୍ଯ୍ୟନ୍ତ ୧୪୪

କରଞ୍ଜିଆ(ବଡ଼ ଖବର ବ୍ୟୁରୋ): କରଞ୍ଜିଆ ଥାନା ଚଢେଇଭୋଳ ଗାଁର କୁମ୍ଭାର ସାହିରେ ଲାଗିଲା ୧୪୪ । ଆଜିଠୁ ୨ମାସ ପର୍ଯ୍ୟନ୍ତ ୧୪୪ ଲାଗୁ କରାଯାଇଛି । ରାମନବମୀରେ ଧର୍ମୀୟ ପତାକା ଚିରାକୁ ନେଇ ମୁହାଁମୁହିଁ ହୋଇଥିଲେ ଦୁଇ ସମ୍ପ୍ରଦାୟ। ପରେ ପୋଲିସ ଉପସ୍ଥିତିରେ ଆପୋଷ ବୁଝାମଣା କରିଥିଲେ ଦୁଇ ସମ୍ପ୍ରଦାୟ। ୧୨ଡେସିମିଲ ସରକାରୀ ଜମିରେ ମନ୍ଦିର ତିଆରି କରିବାକୁ ଯୋଜନା କରିଥିଲେ ଗୋଟିଏ ପକ୍ଷ।

ତେବେ ଅନ୍ୟ ପକ୍ଷ ମନ୍ଦିର ତିଆରି କରିବା ନେଇ ଗୁଇନ୍ଦା ସୂଚନା ପାଇବା ପରେ ଗୋଷ୍ଠୀ ସଂଘର୍ଷ ରୋକିବା ଓ ଅଞ୍ଚଳର ଶାନ୍ତିବଜାୟ ରଖିବା ପାଇଁ କରଞ୍ଜିଆ ଉପଜିଲ୍ଲାପାଳ ୧୪୪ ଧାରା ଲାଗୁ କରିଛନ୍ତି । ଅନ୍ୟପଟେ ଏବେବି ଚଢେଇଭୋଳରେ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିବା ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ