Masthead

୪ ଦଫା ଦାବି ନେଇ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆନ୍ଦୋଳନରେ ୬୬୨ ବର୍ଗ କଲେଜ ସଂଘ ଅଧ୍ୟାପକ ଓ କର୍ମଚାରୀ । ୪ ଦଫା ଦାବି ନେଇ ଆନ୍ଦୋଳନ ଦେଇଛନ୍ତି । ସଂଘ ପକ୍ଷରୁ ଲୋୟର ପିଏମଜିରେ ଆନ୍ଦୋଳନ କରାଯାଇଛି । ମୁହଁରେ କଳାପଟି ବାନ୍ଧି ଆନ୍ଦୋଳନ କରୁଛନ୍ତି ଆନ୍ଦୋଳନକାରୀ । ସମାନ ଗ୍ରେଡ଼-ପେକୁ ସମାନ ଦରମାଳ ପେନସନ ପ୍ରଦାନ, ସପ୍ତମ ବେତନ ଦରମା ଲାଗୁ କରିବା ଓ ଅନୁଦାନ ପ୍ରଦାନ କରିବା ଭଳି ଦାବି ରଖିଛନ୍ତି ଶିକ୍ଷକ । ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନା ହୋଇଥିଲା । ଯୁକ୍ତଦୁଇ ମୁଲ୍ୟାୟନ ପୂର୍ବରୁ ସମାଧାନ ପାଇଁ ପ୍ରତିଶ୍ରୁତି ମିଳିଥିବା ବେଳେ ସେମାନଙ୍କ ଦାବି ପୂରଣ ନହେବାରୁ ଆନ୍ଦୋଳନ ଜାରି ରଖିଛନ୍ତି ଶିକ୍ଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ