Masthead

ଝାରସୁଗୁଡ଼ା ଉପ-ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା କଳିଙ୍ଗ ସେନା

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପ-ନିର୍ବାଚନ । ପ୍ରାର୍ଥୀ ଘୋଷଣା କରିଛି କଳିଙ୍ଗ ସେନା । ମହେନ୍ଦ୍ର ପଟ୍ଟନାୟକ ହେଲେ କଳିଙ୍ଗ ସେନା ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ଦଳର ସଭାପତି ହେମନ୍ତ ରଥ । ପୂର୍ବରୁ ବିଜେଡି ପ୍ରାର୍ଥୀ ଘୋଷଣା କରି ସାରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ