Masthead

ଖୁବଶୀଘ୍ର କଂଗ୍ରେସ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାଡ଼ସୁଗୁଡା ଉପନିର୍ବାଚନକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । କହିଲେ ଝାଡ଼ସୁଗୁଡା ଉପନିର୍ବାଚନ ପାଇଁ କଂଗ୍ରେସ ଦଳ ତରଫରୁ ଏକ ଟିମ ଗଠନ କରାଯାଇଥିଲା । ଏହି ଟିମ ୩ ତାରିଖରେ ଝାଡ଼ସୁଗୁଡ଼ା ପରିଭ୍ରମଣ କରି ତାଙ୍କର ରିପୋର୍ଟ ଦେଇସାରିଛନ୍ତି । ଏଆଇସିସି ଖୁବଶୀଘ୍ର ନାମ ଘୋଷଣା କରିବା ଯେଉଁ ପ୍ରାର୍ଥୀର ଜିତିବା ସମ୍ଭାବନା ଅଧିକ ରହିଛି ସେହିଭଲି ପ୍ରାର୍ଥୀକୁ ଟିକେଟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ