Masthead

୪ ଜିଲ୍ଲାରେ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ଦିନରେ ପ୍ରବଳ ଖରା ଅପରାହ୍ନରେ ପ୍ରବଳ ବର୍ଷା । ଟ୍ରପ ଲାଇନ ପ୍ରଭାବରେ ସାରା ରାଜ୍ୟକୁ କଲବଲ କରୁଛି କାଳବୈଶାଖୀ ବର୍ଷା । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏପରି ପାଗ ଜାରି ରହିବ । ୪ ଜିଲ୍ଲାରେ ଆଜି କୁଆପଥର ସହ ଝଡ଼ ବର୍ଷା ହେବାର ଆଶଙ୍କା ରହିଛି । ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳରେ ବର୍ଷା ସାଙ୍ଗକୁ ଝଡ଼ ପବନ ଓ ଘଡଘଡି ବିଜୁଳି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବର୍ଷା ସମୟରେ ୪୦ ରୁ ୫୦ କିମି ବେଗରେ ବହିବ ପବନ । ଆସନ୍ତାକାଲି ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ । ୧୦ ତାରିଖ ପରେ ପରେ ସାମୁଦ୍ରିକ ପବନ ରାଜ୍ୟକୁ ପ୍ରବେଶ କରିବ ନାହିଁ । ଆସନ୍ତାକାଲି ରାଜ୍ୟରେ ୧୧ ଜିଲ୍ଲାରେ ଝଡପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା