ଟ୍ରେନ୍ ଧକ୍କାରେ ହାତୀ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଟ୍ରେନ୍ ଧକ୍କାରେ ହାତୀ ମୃତ । ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ ଜେରେଙ୍ଗ ଦେହୁରୀସାହି ପଠାଣି ବାଙ୍କ ନିକଟରେ ରେଳ ଲାଇନରେ ଟ୍ରେନ ଧକ୍କାରେ ଦନ୍ତା ହାତୀ ମୃତ୍ୟୁବରଣ କରିଛି। ସୂଚନା ଅନୁଯାୟୀ ଗତକାଲି ରାତିରେ ଏକ ଦନ୍ତା ହାତୀ ଗୋଠଖଣ୍ଡିଆ ଦନ୍ତା ଜରପଡା ଷ୍ଟେସନ ଠାରୁ ୨କିଲୋମିଟର ଦୂରରେ ଜେରେଙ୍ଗ ଗ୍ରାମ ସୀମାନ୍ତରେ ରେଳ ଲାଇନ ପାର ହେଉଥିଲା। ଏହି ସମୟରେ ଆସୁଥିବା ଟ୍ରେନ ଦନ୍ତା ହାତୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦନ୍ତାର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲା। ବନ ବିଭାଗ ଓ ଜିଆରପି ପୁଲିସ ଘଟଣାର ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’