Masthead

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦୂତ ହେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ) : କୁଏତର ସମ୍ରାଟ ଶେକ୍ ସବାହ୍ -ଅଲ ଅହମ୍ମଦ ଅଲ୍-ଜାବେର୍ ଅଲ୍-ସବାହ୍ଙ୍କ ବିୟୋଗରେ ଭାରତର ଶୋକ ସଂଦେଶ ଦେବା ପାଇଁ ଅକ୍ଟୋବର ୧୧ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଦୁଇ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତର ମହାମହିମ ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଶୋକ ସଂଦେଶପତ୍ରକୁ କୁଏତର ନୂଆ ସମ୍ରାଟ ଶେକ୍ ନୱାଫ୍ ଅଲ୍-ଅହମ୍ମଦ-ଅଲ୍-ଜାବେର୍-ଅଲ୍-ସବାହଙ୍କୁ ପ୍ରଦାନ କରିବେ ଶ୍ରୀ ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ବିଭିନ୍ନ ବୈଠକରେ ଯୋଗ ଦେବା ସହ, କୁଏତରେ ଥିବା ଭାରତୀୟ ସମ୍ପ୍ରଦାୟ ତଥା ଓଡ଼ିଆ ଉଦ୍ୟୋଗପତିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଶ୍ରୀ ପ୍ରଧାନ ଆସନ୍ତା ୧୨ ତାରିଖରେ କୁଏତର ନୂଆ ସମ୍ରାଟ ଶେକ୍ ନୱାଫ୍ ଅଲ୍-ଅହମ୍ମଦ ଅଲ୍-ଜାବେର୍ ଅଲ୍-ସବାହ୍ ଓ କୁଏତର ତୈଳ ମନ୍ତ୍ରୀ ଡ଼. ଖାଲିଦ ଅଲି ମହମ୍ମଦ ଅଲ୍-ଫାଦେଲ୍ ସହ ନିର୍ଧାରିତ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ