Masthead

ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ଚିକିତ୍ସାରେ ଅର୍ଥ ସାଜିଛି ବାଧକ । କଟକ ନରସିଂହପୁର ଡିମିରିଆ ଗାଁର ରିସି ପ୍ରଧାନଙ୍କର ପରିସ୍ରା ନଳି ନଷ୍ଟ ହୋଇଯାଇଥିବାରୁ ସେ ଅସହ୍ୟ କଷ୍ଟ ଭୋଗୁଛନ୍ତି। ଚିକିତ୍ସା ପାଇଁ ୫ଲକ୍ଷ ଟଙ୍କା ଦରକାର ବୋଲି ଡାକ୍ତର କହିଛନ୍ତି। ତେବେ ପରିବାର ଦିନ ମଜୁରିଆ ହୋଇ ଥିବାରୁ ତାଙ୍କ ପକ୍ଷେ ଏତେ ଟଙ୍କା ଯୋଗାଡ କରିବା କଷ୍ଟକର ହୋଇ ପଡିଛି।

ବେସରକାରୀ ମେଡିକାଲରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ କାମ କରୁ ନଥିବାରୁ ଏପର୍ଯ୍ୟନ୍ତ ଚିକିତ୍ସାରେ ପାଖାପାଖି ୨ଲକ୍ଷ ଟଙ୍କା ଶେଷ ହୋଇ ସାରିଲାଣି। ସମ୍ପୂର୍ଣ୍ଣ ଚିକିତ୍ସା ଶେଷ ପର୍ଯ୍ୟନ୍ତ ୫ ଲକ୍ଷ ଟଙ୍କା ଦରକାର। ବାପା ଗୋବିନ୍ଦ ପ୍ରଧାନ ଜଣେ ଦିନ ମଜୁରିଆ । ରକାରୀ କ୍ଷେତ୍ରରେ ଯଦି କିଛି ସାହାର୍ଯ୍ୟ ମିଳି ପାରନ୍ତା ତେବେ ଶିଶୁଟି ଭଲ ହୋଇ ପାରନ୍ତା ବୋଲି ଗ୍ରାମବାସୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା