ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ କରାଯାଇଛି । ନିୟମ ନମାନିଲେ ଜରିମାନା ଲଗାଯିବା ସହ ଲାଇସେନ୍ସ ରଦ୍ଦ କରାଯିବ । ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ। ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ।

ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ। ନିୟମ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରଥମ ଥର ନିୟମ ଉଲ୍ଲଙ୍ଘନ କଲେ ୫ହଜାର, ଦ୍ୱିତୀୟ ଥର ନିୟମ ଭାଙ୍ଗିଲେ ୨୫ହଜାର ଜରିମାନା କରାଯିବ । ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ