Masthead

କଥା କହୁଚୁ ଗୋଟେ, କାମ କରୁଛୁ ଗୋଟେ: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ଭାଷାକୁ ଅବହେଳା ପ୍ରସଙ୍ଗକୁ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ସେ କହିଛନ୍ତି, ଆଇନ କୁ ନିଜେ ନ ମାନିଲେ କରିବ କିଏ। ଆଗେ ଓଡ଼ିଆ ଭାଷାରେ ଲେଖିବା କଥା, ପରେ ହିନ୍ଦୀ ଓ ଶେଷରେ ଇଂରାଜୀ ଭାଷାରେ ଲେଖିବା କଥା। ଆମେ ଅଭ୍ୟାସ ଗତ ହୋଇଗଲୁଣି ।

କଥା କହୁଚୁ ଗୋଟେ, କାମ କରୁଛୁ ଗୋଟେ। ଦସ୍ତଖତ କଲାବେଳେ ବି ଆମେ ଇଂରାଜୀରେ କରୁଛୁ। ଯେଉଁମାନେ ନିୟମ ମାନୁନାହାଁନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ୍ ବୋଲି କହିଛନ୍ତି ପ୍ରଫୁଲ ସାମଲ। କାର୍ୟ୍ୟାନୁଷ୍ଠାନ ହୋଇଛି କିନ୍ତୁ ତାହା ଆଶାନୁରୂପକ ହୋଇନାହିଁ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ