Masthead

ଏପ୍ରିଲ ୧୫ରେ ସରିବ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରା

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ୨୨୧ବର୍ଷରେ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରା। ୧୮୦୨ରେ ଦଶପଲ୍ଲାର କୁଞ୍ଜ ବନଗଡ ଗ୍ରାମରୁ ସୃଷ୍ଟି ଏହି ଯାତ୍ରା ଆଜି ଗଣପର୍ବରେ ପରିଣତ ହୋଇଛି । କୁଞ୍ଜ ବନଗଡ ଲୋକକଳା ଗ୍ରାମର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି । ଚଳିତ ବର୍ଷ ଶ୍ରୀରାମ ନବମୀ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଯାତ୍ରାର ମୁଖ୍ୟ ଆକର୍ଷଣ ୪୨ ଫୁଟର କାଠ ନିର୍ମିତ ରାବଣ, ପୁଷ୍ପକ ବିମାନ । ଲଙ୍କାପୋଡି ଯାତ୍ରାରେ ଦଶପଲ୍ଲାର ୧୦୦ ରୁ ଉର୍ଦ୍ଧ କଳାକାର ଅଭିନୟ କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା