Masthead

ନୂଆପଡ଼ାରେ ଆତଙ୍କ ଖେଳାଇଛି କଲରାପତରିଆ ବାଘ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ପୁଣି ନୂଆପଡ଼ାରେ ବାଘ ଆତଙ୍କ । ନୂଆପଡ଼ା ରେଞ୍ଜ ଧରମବନ୍ଧା ବିଟ ଚୁଲାଭାଟ ଗ୍ରାମରେ ଆତଙ୍କ ଖେଳାଇଛି କଲରାପତରିଆ ବାଘ । ଗୋଟିଏ ଗାଈକୁ ମାରି ଖାଇଥିବା ସୂଚନା ମିଳିଛି । କିଛି ଦିନ ହେଲା ନୂଆପଡ଼ା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବାଘ ଆତଙ୍କ ଦେଖା ଦେଇଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ପୂର୍ବରୁ ସୁନାବେଡ଼ା ଅଭୟାରଣ୍ୟର ଜଳମଡାଇ ଗାଁର ବୃଦ୍ଧା ମହିଳା ସାନମତୀ ବାରିକକୁ ଖାଇଥିଲା ବାଘ । ତେବେ ବାଘ ଆତଙ୍କରେ ଭୟବିତ ଅଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି