Masthead

ସାମାନ୍ୟ କଥାକୁ ନେଇ ମହାଭାରତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସାମାନ୍ୟ କଥାକୁ ନେଇ ମହାଭାରତ । ଦୁଇ ପରିବାର ମଧ୍ୟରେ ଝଗଡ଼ାରୁ ଏସିଡ ମାଡ । ୪ ଆହତ । ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର । ଗୁରୁତର ଯୁବକ ଜନକ ହେଲେ ସୁବାସ ସାହୁ । ସ୍ୱପ୍ନ ସାହୁଙ୍କ ସହ କୌଣସି କଥାକୁ ନେଇ ଜଗ ସାହୁଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳ ସମୟରେ ଖଗ ସାହୁ,ଜଗବନ୍ଧୁ ସାହୁ,ସୁବାସ ସାହୁ,ସଞ୍ଜୁ ସାହୁ ଏସିଡ ମାଡ଼ରେ ଆହତ ହୋଇ କଣ୍ଟାବାଞ୍ଜି ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବଙ୍ଗୋମୁଣ୍ଡା ଥାନାରେ ଅଭିଯୋଗ ହୋଇଛି । ପୋଲିସ ତୁଳସୀ ସାହୁ ଓ ନେପାଳ ସାହୁଙ୍କୁ ଥାନାରେ ଅଟକ ରଖିଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ