Masthead

କେବେ କାହାକୁ ଦିଆଯିବ କୋଭିଡ୍ ଟୀକା

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ) : ଦେଶରେ ହୁ ହୁ ହୋଇ ବଢି ଚାଲିଛି ମହାମାରୀ କରୋନା । ଏବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କେବେ ଆସିବ କରୋନା ଟୀକା ? କରୋନା ଟୀକା ଆସିବା ପରେ ଯୁବ ବର୍ଗଙ୍କୁ ଦିଆଯିବ ବୋଲି ଏବେ ଯୋର ପ୍ରଚାର ଚାଲିଛି । ଏଭଳି ପ୍ରଚାର ଉପରେ ମତ ରଖିଛନ୍ତି ଡ.ହର୍ଷବର୍ଦ୍ଧନ ।

ଏପର୍ଯ୍ୟନ୍ତ କୌଣସି ଟୀକା ଆସିନାହିଁ । ଯଦିଓ ଏବେ କିଛି ଟୀକା ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣରେ ଅଛି । ଏହି ପରୀକ୍ଷଣ ମାଧ୍ୟମରେ ଟୀକାର ଦକ୍ଷତା ଏବଂ ନିରାପତ୍ତା ସମ୍ବନ୍ଧରେ ପରୀକ୍ଷଣ କରାଯାଉଛି । ଏହି ପରୀକ୍ଷଣର ଡାଟା ଆସିବା ପରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ହର୍ଷବର୍ଦ୍ଧନ । ଟୀକାର ପରୀକ୍ଷଣ ସଫଳ ହେଲା ପରେ ଯେଉଁ ମାନଙ୍କୁ ସଂକ୍ରମଣ ହେବାର ଆଶଙ୍କା ଅଧିକ ଅଛି ସେମାନଙ୍କୁ ପ୍ରଥମେ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ