ସୁସ୍ଥ ହେଲେ ୩୩୪୨ ଆକ୍ରାନ୍ତ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ରାଜ୍ୟରେ ପୁଣି ୩୩୪୨ଜଣ ଆକ୍ରାନ୍ତଙ୍କ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୭ ହଜାର ୬୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୧ଜଣ ହୋଇଥିବା ବେଳେ କଟକରୁ ୩୬୬, ମୟୁରଭଞ୍ଜରୁ ୩୬୨, ଅନୁଗୁଳରୁ ୨୮୮, କେନ୍ଦ୍ରାପଡ଼ାରୁ ୧୩୧, ବରଗଡ଼ରୁ ୧୦୪, ପୁରୀରୁ ୧୦୩, ସମ୍ବଲପୁରରୁ ୯୩, କେନ୍ଦୁଝରରୁ ୮୯, ଭଦ୍ରକରୁ ୮୪, ବଲାଙ୍ଗୀରରୁ ୮୨, ଜଗତସିଂହପୁରରୁ ୭୬, ସୁନ୍ଦରଗଡ଼ରୁ ୭୨, ବୌଦ୍ଧରୁ ୬୪, ସୋନପୁରରୁ ୫୩, ଝାରସୁଗୁଡ଼ାରୁ ୫୨, ନୟାଗଡ଼ରୁ ୪୮, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୪୬, ଗଞ୍ଜାମ ଓ ନୂଆପଡ଼ାରୁ ୪୨ଜଣ ଲେଖାଏଁ, ଢେଙ୍କାନାଳରୁ ୪୦, କୋରାପୁଟରୁ ୩୯, ମାଲକାନାଗିରରୁ ୩୫, ବାଲେଶ୍ୱରରୁ ୩୪, ଦେବଗଡ଼ରୁ ୨୨, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ଗଜପତିରୁ ୧୦ ଏବଂ ଷ୍ଟେଟ ପୁଲରୁ ୨୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!